1ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି;
2ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ
3“ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ଡାଇ ପକାଉ
4ଯେ ସ୍ୱର୍ଗରେ ଉପବିଷ୍ଟ, ସେ ହସିବେ;
5ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ
6“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ
7ମୁଁ ସେହି ବିଧାନ ପ୍ରଚାର କରିବି;
8ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର
9ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ;
10ଏହି କାରଣରୁ, ହେ ରାଜାଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ
11ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।
12ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ,