We Believe JesusFé, Esperança e Nova Vida

ଗୀତସଂହିତା 20

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 19 ଗୀତସଂହିତା ଗୀତସଂହିତା 21 →

1ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ;

2ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ,

3ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ,

4ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ

5ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ

6ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତଙ୍କୁ ଉଦ୍ଧାର କରନ୍ତି,

7କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି;

8ସେମାନେ ନତ ହୋଇ ପତିତ ହୋଇଅଛନ୍ତି;

9ହେ ସଦାପ୍ରଭୋ, ପରିତ୍ରାଣ କର;

← ଗୀତସଂହିତା 19 ଗୀତସଂହିତା ଗୀତସଂହିତା 21 →