We Believe JesusFé, Esperança e Nova Vida

ଗୀତସଂହିତା 22

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 21 ଗୀତସଂହିତା ଗୀତସଂହିତା 23 →

1ହେ ମୋହର ପରମେଶ୍ୱର, ହେ ମୋହର ପରମେଶ୍ୱର, ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ?

2ହେ ମୋହର ପରମେଶ୍ୱର, ମୁଁ ଦିନ ବେଳେ ଡାକେ, ମାତ୍ର ତୁମ୍ଭେ ଉତ୍ତର ଦେଉ ନାହଁ,

3ତଥାପି ହେ ଇସ୍ରାଏଲର ପ୍ରଶଂସା-ନିବାସୀନ୍‍,

4ଆମ୍ଭମାନଙ୍କ ପୂର୍ବପୁରୁଷଗଣ ତୁମ୍ଭଠାରେ ବିଶ୍ୱାସ କଲେ;

5ସେମାନେ ତୁମ୍ଭ ନିକଟରେ କ୍ରନ୍ଦନ କଲେ ଓ ଉଦ୍ଧାର ପାଇଲେ;

6ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ;

7ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି;

8“ସଦାପ୍ରଭୁଙ୍କଠାରେ ସେ ଆପଣାକୁ ସମର୍ପଣ କଲା;

9ମାତ୍ର ତୁମ୍ଭେ ହିଁ ମୋତେ ଗର୍ଭରୁ ବାହାର କରି ଆଣିଅଛ;

10ଗର୍ଭରୁ ମୁଁ ତୁମ୍ଭଠାରେ ସମର୍ପିତ ହୋଇଥିଲି;

11ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; କାରଣ ସଙ୍କଟ ସନ୍ନିକଟ;

12ଅନେକ ବୃଷ ମୋତେ ବେଷ୍ଟନ କରିଅଛନ୍ତି;

13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ

14ମୁଁ ଜଳ ପରି ଢଳା ହେଉଅଛି

15ମୋହର ବଳ ଖପରା ପରି ଶୁଷ୍କ ହୋଇଅଛି;

16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି;

17ମୁଁ ଆପଣା ଅସ୍ଥିସବୁ ଗଣିପାରେ;

18ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି

19ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;

20ଖଡ୍ଗରୁ ମୋʼ ପ୍ରାଣକୁ

21ସିଂହର ମୁଖରୁ ମୋତେ ନିସ୍ତାର କର;

22ମୁଁ ଆପଣା ଭ୍ରାତୃଗଣ ନିକଟରେ ତୁମ୍ଭ ନାମ ପ୍ରଚାର କରିବି;

23ହେ ସଦାପ୍ରଭୁଙ୍କର ଭୟକାରୀଗଣ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;

24କାରଣ ସେ ଦୁଃଖୀର ଦୁଃଖ ତୁଚ୍ଛ କି ଘୃଣା କରି ନାହାନ୍ତି।

25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି;

26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ;

27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ;

28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ;

29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ;

30ଏକ ବଂଶ ତାହାଙ୍କର ସେବା କରିବେ;

31ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ,

← ଗୀତସଂହିତା 21 ଗୀତସଂହିତା ଗୀତସଂହିତା 23 →