1ସଦାପ୍ରଭୁ ମୋହର ପ୍ରତିପାଳକ;
2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି;
3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି,
4ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ;
6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ;