We Believe JesusFé, Esperança e Nova Vida

ଗୀତସଂହିତା 26

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 25 ଗୀତସଂହିତା ଗୀତସଂହିତା 27 →

1ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି;

2ହେ ସଦାପ୍ରଭୋ, ମୋତେ ପରୀକ୍ଷା କରି ପ୍ରମାଣ ନିଅ;

3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋʼ ଦୃଷ୍ଟିଗୋଚରରେ ଅଛି;

4ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ;

5ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ,

6ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି

7ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି

8ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ

9ପାପୀମାନଙ୍କ ସଙ୍ଗେ ମୋʼ ପ୍ରାଣକୁ କିଅବା

10ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ,

11ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି;

12ମୋʼ ଚରଣ ସମଭୂମିରେ ଠିଆ ହେଉଅଛି;

← ଗୀତସଂହିତା 25 ଗୀତସଂହିତା ଗୀତସଂହିତା 27 →