1ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ;
2ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ
3ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ
4ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ
5କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ;
6ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ;
7ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ;
8ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,”
9ମୋʼ ଠାରୁ ଆପଣା ମୁଖ ଲୁଚାଅ ନାହିଁ;
10କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି,
11ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ
12ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ;
13ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି।
14ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର;