1ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି।
2ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ
3ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ;
4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ,
5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି;
6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ
7ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର।
8ପରିତ୍ରାଣ3:8 ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର;