We Believe JesusFé, Esperança e Nova Vida

ଗୀତସଂହିତା 31

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 30 ଗୀତସଂହିତା ଗୀତସଂହିତା 32 →

1ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;

2ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର;

3କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ;

4ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର;

5ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ;

6ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ;

7ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି;

8ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ;

9ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ;

10କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ

11ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା

12ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି;

13କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି,

14ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନିଏ;

15ମୋହର ସମୟ ସବୁ ତୁମ୍ଭର ହସ୍ତଗତ;

16ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର;

17ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି;

18ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ,

19ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ,

20ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ;

21ସଦାପ୍ରଭୁ ଧନ୍ୟ ହେଉନ୍ତୁ;

22ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି

23ହେ ସଦାପ୍ରଭୁଙ୍କ ସଦ୍‍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର;

24ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ,

← ଗୀତସଂହିତା 30 ଗୀତସଂହିତା ଗୀତସଂହିତା 32 →