1ଯାହାର ଅପରାଧ କ୍ଷମା,
2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି
3ମୁଁ ମୌନ ହୋଇଥିବା ବେଳେ ଦିନସାରା ଆର୍ତ୍ତନାଦ
4କାରଣ ଦିବାରାତ୍ର ତୁମ୍ଭ ହସ୍ତ ମୋʼ ଉପରେ ଭାରୀ ଥିଲା;
5ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି
6ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ;
7ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ;
8ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି;
9ତୁମ୍ଭେମାନେ ବୁଦ୍ଧିହୀନ ଅଶ୍ୱ କି ଖଚର ପରି ହୁଅ ନାହିଁ;
10ଦୁଷ୍ଟକୁ ଅନେକ ଦୁଃଖ ଘଟିବ;
11ହେ ଧାର୍ମିକଗଣ, ସଦାପ୍ରଭୁଙ୍କଠାରେ ଆନନ୍ଦ କର ଓ ଉଲ୍ଲସିତ ହୁଅ;