We Believe JesusFé, Esperança e Nova Vida

ଗୀତସଂହିତା 33

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 32 ଗୀତସଂହିତା ଗୀତସଂହିତା 34 →

1ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର;

2ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ;

3ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;

4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ;

5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି;

6ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ,

7ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି;

8ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ;

9ସେ କହିବା ମାତ୍ରେ ସୃଷ୍ଟି ହେଲା,

10ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି;

11ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ;

12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ;

13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି;

14ସେ ଆପଣା ନିବାସ-ସ୍ଥାନରୁ

15ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି,

16କୌଣସି ରାଜା ଅପାର ସୈନ୍ୟ ଦ୍ୱାରା ଉଦ୍ଧାର ପାଏ ନାହିଁ;

17ରକ୍ଷାର୍ଥେ ଅଶ୍ୱ ମିଥ୍ୟା;

18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି,

19ସେମାନଙ୍କ ପ୍ରାଣ ମୃତ୍ୟୁୁରୁ ରକ୍ଷା କରିବା ପାଇଁ

20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି;

21ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ,

22ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା

← ଗୀତସଂହିତା 32 ଗୀତସଂହିତା ଗୀତସଂହିତା 34 →