1ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି;
2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ;
3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର,
4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ,
5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ;
6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ
7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି,
8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ;
9ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର;
10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ;
11ହେ ବାଳକମାନେ, ଆସ, ମୋʼ କଥା ଶୁଣ;
12ଯେ ଜୀବନ ବାଞ୍ଛା କରେ
13ତୁମ୍ଭେ ହିଂସାରୁ ଆପଣା ଜିହ୍ୱା
14ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର;
15ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି
16ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା
17ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ
18ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି
19ଧାର୍ମିକର ବିପଦ ଅନେକ;
20ସେ ତାହାର ଅସ୍ଥିସକଳ ରକ୍ଷା କରନ୍ତି;
21ଦୁଷ୍ଟତା ଦୁଷ୍ଟକୁ ସଂହାର କରିବ;
22ସଦାପ୍ରଭୁ ଆପଣା ଦାସଗଣର ପ୍ରାଣ ମୁକ୍ତ କରନ୍ତି;