We Believe JesusFé, Esperança e Nova Vida

ଗୀତସଂହିତା 35

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 34 ଗୀତସଂହିତା ଗୀତସଂହିତା 36 →

1ସଦାପ୍ରଭୋ, ଯେଉଁମାନେ ମୋʼ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର।

2ଢାଲ ଓ ଫଳକ ଧାରଣ କର

3ମଧ୍ୟ ବର୍ଚ୍ଛା ଧରି ମୋʼ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର;

4ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ;

5ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ

6ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ,

7ଯେହେତୁ ସେମାନେ ଅକାରଣରେ ମୋʼ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇଅଛନ୍ତି,

8ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ

9ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ

10ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୋ, ତୁମ୍ଭ ତୁଲ୍ୟ କିଏ ଅଛି?

11ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି;

12ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି,

13ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା;

14ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି;

15ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ;

16ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି

17ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ?

18ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି।

19ମୋʼ ଉପରେ ମୋʼ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ।

20ସେମାନେ ଶାନ୍ତିର କଥା କହନ୍ତି ନାହିଁ;

21ହଁ, ସେମାନେ ମୋʼ ବିରୁଦ୍ଧରେ କଥା କହିଲେ;

22ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ;

23ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୋ, ଜାଗି ଉଠ,

24ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର

25“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ;

26ଯେଉଁମାନେ ମୋʼ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ;

27ଯେଉଁମାନେ ମୋʼ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ;

28ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ

← ଗୀତସଂହିତା 34 ଗୀତସଂହିତା ଗୀତସଂହିତା 36 →