We Believe JesusFé, Esperança e Nova Vida

ଗୀତସଂହିତା 38

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 37 ଗୀତସଂହିତା ଗୀତସଂହିତା 39 →

1ହେ ସଦାପ୍ରଭୋ, ତୁମ୍ଭ କୋପରେ ମୋତେ ଅନୁଯୋଗ କର ନାହିଁ;

2କାରଣ ତୁମ୍ଭର ତୀରସବୁ ମୋʼ ଠାରେ ବିଦ୍ଧ ରହିଅଛି

3ତୁମ୍ଭ କୋପ ସକାଶୁ ମୋʼ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ;

4କାରଣ ମୋହର ଅପରାଧ ମୋʼ ମସ୍ତକ ଉପରେ ଉଠିଅଛି;

5ମୋହର ଅଜ୍ଞାନତା ସକାଶୁ ମୋହର କ୍ଷତସବୁ ଦୁର୍ଗନ୍ଧ

6ମୁଁ ବ୍ୟଥିତ ଓ ଅତ୍ୟନ୍ତ ଅବନତ ହୋଇଅଛି।

7କାରଣ ମୋʼ କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ

8ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି।

9ହେ ପ୍ରଭୋ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି

10ମୋହର ହୃଦୟ ଧୁକ୍‍ଧୁକ୍‍ କରୁଅଛି, ମୋହର ବଳ କ୍ଷୀଣ ହେଉଅଛି;

11ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ

12ମଧ୍ୟ ଯେଉଁମାନେ ମୋʼ ପ୍ରାଣ ଚାହାନ୍ତି, ସେମାନେ ମୋʼ ପାଇଁ ଫାନ୍ଦ ପାତନ୍ତି;

13ମାତ୍ର ମୁଁ ବଧିର ଲୋକ ପରି ଶୁଣୁ ନାହିଁ;

14ଆହୁରି, ଯେ ନ ଶୁଣେ ଓ ଯାହାର ମୁଖରେ ପ୍ରତିବାଦ ନ ଥାଏ,

15କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ;

16କାରଣ ମୁଁ କହିଲି, “କେଜାଣି ମୋହର ଶତ୍ରୁମାନେ ମୋʼ ଉପରେ ଆନନ୍ଦ କରିବେ;

17ଯେଣୁ ମୁଁ ଝୁଣ୍ଟି ପଡ଼ିବାକୁ ଉଦ୍ୟତ

18ମୁଁ ଆପଣା ଅପରାଧ ପ୍ରକାଶ କରିବି;

19ମାତ୍ର ମୋହର ଶତ୍ରୁମାନେ ସତେଜ ଓ ବଳବାନ;

20ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି,

21ହେ ସଦାପ୍ରଭୋ, ମୋତେ ପରିତ୍ୟାଗ କର ନାହିଁ;

22ହେ ପ୍ରଭୋ, ମୋହର ପରିତ୍ରାଣ,

← ଗୀତସଂହିତା 37 ଗୀତସଂହିତା ଗୀତସଂହିତା 39 →