1ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ
2ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି;
3ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି;
4“ହେ ସଦାପ୍ରଭୋ, ମୋହର ଅନ୍ତିମକାଳ
5ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ;
6ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ;
7ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି?
8ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର;
9ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ;
10ମୋʼ ଠାରୁ ତୁମ୍ଭ ଆଘାତ ଦୂର କର;
11ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା
12ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ
13ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି,