We Believe JesusFé, Esperança e Nova Vida

ଗୀତସଂହିତା 4

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 3 ଗୀତସଂହିତା ଗୀତସଂହିତା 5 →

1ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ;

2ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ?

3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ;

4ଭୀତ ହୁଅ ଓ ପାପ କର ନାହିଁ;

5ଧର୍ମବଳି ଉତ୍ସର୍ଗ କର

6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?”

7ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ,

8ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ

← ଗୀତସଂହିତା 3 ଗୀତସଂହିତା ଗୀତସଂହିତା 5 →