We Believe JesusFé, Esperança e Nova Vida

ଗୀତସଂହିତା 41

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 40 ଗୀତସଂହିତା ଗୀତସଂହିତା 42 →

1ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ;

2ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ

3ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ;

4ମୁଁ କହିଲି, “ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର;

5ମୋହର ଶତ୍ରୁଗଣ ମୋʼ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି,

6ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ;

7ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି;

8ସେମାନେ କହନ୍ତି, କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି;

9ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି,

10ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ପ୍ରତି ଦୟା କରି ମୋତେ ଉଠାଅ,

11ମୋହର ଶତ୍ରୁ ମୋʼ ଉପରେ ଜୟଧ୍ୱନି କରୁ ନାହିଁ,

12ତୁମ୍ଭେ ମୋʼ ସରଳତାରେ ମୋତେ ଧରି ରଖୁଅଛ।

13ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ

← ଗୀତସଂହିତା 40 ଗୀତସଂହିତା ଗୀତସଂହିତା 42 →