1ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ,
2ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ;
3ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି,
4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି,
5ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ?
6ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋʼ
7ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ,
8ତଥାପି ସଦାପ୍ରଭୁ ଦିନ ବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ,
9ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି,
10ମୋʼ ଅସ୍ଥିରେ ଖଡ୍ଗ ପରି ମୋʼ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି;
11ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ?