We Believe JesusFé, Esperança e Nova Vida

ଗୀତସଂହିତା 44

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 43 ଗୀତସଂହିତା ଗୀତସଂହିତା 45 →

1ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ

2ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ିଦେଇ

3କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ,

4ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ;

5ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା;

6ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ,

7ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ

8ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ

9ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ

10ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ

11ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ

12ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ

13ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ

14ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର

15ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି,

16ସାରାଦିନ ମୋʼ ଅପମାନ ମୋʼ ସମ୍ମୁଖରେ ଥାଏ

17ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି

18ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ

19ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ,

20ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ

21ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ?

22ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ;

23ଜାଗ, ହେ ପ୍ରଭୋ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ?

24ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ,

25କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ;

26ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା

← ଗୀତସଂହିତା 43 ଗୀତସଂହିତା ଗୀତସଂହିତା 45 →