1ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି;
2ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର;
3ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ,
4ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା
5ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି;
6ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ;
7ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ;
8ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ;
9ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି;
10ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର;
11ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ45:11 ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ।
12ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ;
13ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା;
14ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ;
15ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ;
16ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ,
17ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି;