1ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,
2ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ
3ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,
4ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ
5ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ।
6ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ;
7ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ,
8ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ,
9ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;
10“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;
11ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ;