We Believe JesusFé, Esperança e Nova Vida

ଗୀତସଂହିତା 47

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 46 ଗୀତସଂହିତା ଗୀତସଂହିତା 48 →

1ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ;

2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି;

3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ

4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ,

5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ

6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର,

7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି;

8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି;

9ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ

← ଗୀତସଂହିତା 46 ଗୀତସଂହିତା ଗୀତସଂହିତା 48 →