1ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ,
2ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର,
3ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ
4କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ
5ସେମାନେ ତାହା ଦେଖି ଚମତ୍କୃତ ହେଲେ;
6ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର
7ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା
8ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି
9ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ
10ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି
11ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ,
12ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର;
13ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ
14କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର