1ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
2ନୀଚ ଓ ଉଚ୍ଚ,
3ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ
4ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି;
5ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ
6ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର
7ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ
8କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ
9କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ
10ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି,
11ସେମାନଙ୍କ କବର ସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ,
12ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ;
13ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ;
14ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ;
15ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ;
16କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ49:16 ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି
17କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ;
18ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା,
19ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ;
20ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ,