We Believe JesusFé, Esperança e Nova Vida

ଗୀତସଂହିତା 5

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 4 ଗୀତସଂହିତା ଗୀତସଂହିତା 6 →

1ହେ ସଦାପ୍ରଭୋ, ମୋʼ ବାକ୍ୟରେ କର୍ଣ୍ଣ ଦିଅ,

2ହେ ମୋହର ରାଜନ୍‍, ହେ ମୋହର ପରମେଶ୍ୱର, ମୋହର ଆର୍ତ୍ତରବରେ ମନୋଯୋଗ କର,

3ହେ ସଦାପ୍ରଭୋ, ତୁମ୍ଭେ ପ୍ରାତଃକାଳରେ ମୋହର ରବ ଶୁଣିବ;

4କାରଣ ତୁମ୍ଭେ ଦୁଷ୍ଟତାରେ ସନ୍ତୁଷ୍ଟ ପରମେଶ୍ୱର ନୁହଁ;

5ଅହଙ୍କାରୀ ତୁମ୍ଭ ସାକ୍ଷାତରେ ଠିଆ ହେବ ନାହିଁ;

6ତୁମ୍ଭେ ମିଥ୍ୟାବାଦୀମାନଙ୍କୁ ବିନାଶ କରିବ;

7ମାତ୍ର ମୁଁ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର ବାହୁଲ୍ୟରେ, ତୁମ୍ଭ ଗୃହକୁ ଆସିବି;

8ହେ ସଦାପ୍ରଭୋ, ମୋʼ ଶତ୍ରୁଗଣ ସକାଶୁ ତୁମ୍ଭେ

9କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ;

10ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର;

11ମାତ୍ର ତୁମ୍ଭର ଶରଣାଗତ ଲୋକ ସମସ୍ତେ ଆନନ୍ଦ କରନ୍ତୁ;

12ଯେଣୁ ତୁମ୍ଭେ ଧାର୍ମିକକୁ ଆଶୀର୍ବାଦ କରିବ; ହେ ସଦାପ୍ରଭୋ,

← ଗୀତସଂହିତା 4 ଗୀତସଂହିତା ଗୀତସଂହିତା 6 →