1ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର କଥା କହିଅଛନ୍ତି
2ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ
3ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ;
4ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ
5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ
6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ;
7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା;
8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ;
9ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ
10କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ
11ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ
12ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ;
13ଆମ୍ଭେ କʼଣ ବୃଷମାଂସ ଭୋଜନ କରିବା,
14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର
15ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ;
16ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି,
17କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ
18ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ
19ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ
20ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ;
21ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ;
22“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର,
23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ;