1“ପରମେଶ୍ୱର ନାହାନ୍ତି” ବୋଲି ମୂର୍ଖ ଆପଣା ମନେ ମନେ କହିଅଛି।
2ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର
3ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି;
4ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ?
5ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ;
6ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା!