1ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ
2ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋʼ
3କାରଣ ଅପରିଚିତ ଲୋକମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି,
4ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ;
5ସେ ମୋʼ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ;
6ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି;
7ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି;