We Believe JesusFé, Esperança e Nova Vida

ଗୀତସଂହିତା 55

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 54 ଗୀତସଂହିତା ଗୀତସଂହିତା 56 →

1ହେ ପରମେଶ୍ୱର, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର;

2ମୋʼ ପ୍ରତି ମନୋଯୋଗ କରି ମୋତେ ଉତ୍ତର ଦିଅ;

3କାରଣ ସେମାନେ ମୋʼ ଉପରେ ଅଧର୍ମ ଆରୋପ

4ମୋʼ ଅନ୍ତରରେ ମୋʼ ହୃଦୟ ଅତ୍ୟନ୍ତ ବ୍ୟଥିତ

5ମୋତେ ଭୟ ଓ କମ୍ପ ଆକ୍ରମଣ କରିଅଛି, ପୁଣି,

6“ଯଦି କପୋତ ପରି ମୋହର ପକ୍ଷ ଥାʼନ୍ତା! ଏଣୁ ମୁଁ କହିଲି, ଆଃ,

7ଦେଖ, ତେବେ ମୁଁ ଦୂରରେ ଭ୍ରମଣ କରନ୍ତି,

8ମୁଁ ପ୍ରବଳ ବାୟୁ ଓ ତୋଫାନରୁ

9ହେ ପ୍ରଭୋ, ବିନାଶ କର ଓ ସେମାନଙ୍କର ଅନେକ ଜିହ୍ୱା ଜନ୍ମାଅ;

10ଶତ୍ରୁମାନେ ଦିବାରାତ୍ର ତହିଁର ପ୍ରାଚୀର ଦେଇ ଭ୍ରମଣ କରନ୍ତି;

11ଦୁଷ୍ଟତା ତହିଁର ମଧ୍ୟବର୍ତ୍ତୀ,

12କାରଣ କୌଣସି ଶତ୍ରୁ ମୋତେ ତିରସ୍କାର କଲା ନାହିଁ;

13ମାତ୍ର ମୋʼ ପରି ମନୁଷ୍ୟ, ମୋହର ସଙ୍ଗୀ

14ଆମ୍ଭେମାନେ ଏକତ୍ର ମଧୁର ମନ୍ତ୍ରଣା କଲୁ,

15ମୃତ୍ୟୁୁ ସେମାନଙ୍କୁ ହଠାତ୍‍ ଆକ୍ରମଣ କରୁ,

16ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି;

17ସନ୍ଧ୍ୟା, ପ୍ରଭାତ ଓ ମଧ୍ୟାହ୍ନ କାଳରେ ମୁଁ ପ୍ରାର୍ଥନା କରି ରୋଦନ କରିବି;

18ସେ ମୋʼ ପ୍ରତିକୂଳ ଯୁଦ୍ଧରୁ କୁଶଳରେ ମୋʼ ପ୍ରାଣ ମୁକ୍ତ କରିଅଛନ୍ତି;

19ପରମେଶ୍ୱର ଶୁଣିବେ ଓ ସେମାନଙ୍କୁ ଉତ୍ତର ଦେବେ,

20ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି;

21ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ,

22ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ;

23ମାତ୍ର ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ସର୍ବନାଶର ଗର୍ତ୍ତକୁ ଆଣିବ;

← ଗୀତସଂହିତା 54 ଗୀତସଂହିତା ଗୀତସଂହିତା 56 →