We Believe JesusFé, Esperança e Nova Vida

ଗୀତସଂହିତା 57

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 56 ଗୀତସଂହିତା ଗୀତସଂହିତା 58 →

1ହେ ପରମେଶ୍ୱର, ମୋତେ ଦୟା କର; ମୋତେ ଦୟା କର;

2ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ,

3ମୋତେ ଗ୍ରାସ କରିବାକୁ ଇଚ୍ଛୁକ ଲୋକ ତିରସ୍କାର କରିବା ବେଳେ,

4ମୁଁ ସିଂହମାନଙ୍କ ମଧ୍ୟରେ ଅଛି;

5ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ;

6ସେମାନେ ମୋʼ ଚରଣ ପାଇଁ ଜାଲ ପ୍ରସ୍ତୁତ କରିଅଛନ୍ତି;

7ହେ ପରମେଶ୍ୱର, ମୋʼ ଚିତ୍ତ ସୁସ୍ଥିର ଅଛି, ମୋʼ ଚିତ୍ତ ସୁସ୍ଥିର ଅଛି;

8ହେ ମୋହର ଗୌରବ, ଜାଗ୍ରତ ହୁଅ; ହେ ନେବଲ ଓ ବୀଣେ, ଜାଗ୍ରତ ହୁଅ;

9ହେ ପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭକୁ ଧନ୍ୟବାଦ ଦେବି;

10କାରଣ ତୁମ୍ଭର ଦୟା ସ୍ୱର୍ଗ ପର୍ଯ୍ୟନ୍ତ ମହତ

11ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ;

← ଗୀତସଂହିତା 56 ଗୀତସଂହିତା ଗୀତସଂହିତା 58 →