1ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ?
2ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ;
3ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ;
4ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ;
5ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର
6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ;
7ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ;
8ଯେଉଁ ଶାମୁକା ଯାଉ ଯାଉ ତରଳି ଯାଏ
9ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା
10ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ;
11ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି;