1ହେ ମୋହର ପରମେଶ୍ୱର, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର;
2ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର,
3କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି;
4ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି;
5ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର,
6ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି
7ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି;
8ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ;
9ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି;
10ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ;
11ସେମାନଙ୍କୁ ବଧ କର ନାହିଁ, କେଜାଣି ମୋʼ ଲୋକମାନେ ପାସୋରି ଯିବେ;
12ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ,
13ଯେପରି ସେମାନେ ଆଉ ନ ଥିବେ,
14ଆଉ, ସେମାନେ ସନ୍ଧ୍ୟା ବେଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତୁ
15ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ।
16ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି
17ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି;