We Believe JesusFé, Esperança e Nova Vida

ଗୀତସଂହିତା 6

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 5 ଗୀତସଂହିତା ଗୀତସଂହିତା 7 →

1ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ,

2ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି;

3ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି;

4ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର;

5କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ;

6ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି;

7ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ;

8ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ;

9ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି;

10ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ;

← ଗୀତସଂହିତା 5 ଗୀତସଂହିତା ଗୀତସଂହିତା 7 →