We Believe JesusFé, Esperança e Nova Vida

ଗୀତସଂହିତା 60

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 59 ଗୀତସଂହିତା ଗୀତସଂହିତା 61 →

1ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ;

2ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ;

3ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ;

4ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ

5ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ,

6ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ60:6 ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା;

7ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର;

8ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର;

9କିଏ ମୋତେ ଦୃଢ଼ ନଗରକୁ ଆଣିବ?

10ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?

11ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର;

12ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା;

← ଗୀତସଂହିତା 59 ଗୀତସଂହିତା ଗୀତସଂହିତା 61 →