We Believe JesusFé, Esperança e Nova Vida

ଗୀତସଂହିତା 63

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 62 ଗୀତସଂହିତା ଗୀତସଂହିତା 64 →

1ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର;

2ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ

3କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ;

4ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି;

5ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ

6ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ

7କାରଣ ତୁମ୍ଭେ ମୋହର ସହାୟ ହୋଇଅଛ,

8ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ;

9ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି,

10ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ;

11ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ;

← ଗୀତସଂହିତା 62 ଗୀତସଂହିତା ଗୀତସଂହିତା 64 →