We Believe JesusFé, Esperança e Nova Vida

ଗୀତସଂହିତା 65

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 64 ଗୀତସଂହିତା ଗୀତସଂହିତା 66 →

1ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ

2ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ,

3ଅପରାଧ ମୋʼ ଉପରେ ପ୍ରବଳ ହୁଏ;

4ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର

5ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର,

6ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ

7ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର

8ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି;

9ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ,

10ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ;

11ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ

12ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ

13ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି;

← ଗୀତସଂହିତା 64 ଗୀତସଂହିତା ଗୀତସଂହିତା 66 →