We Believe JesusFé, Esperança e Nova Vida

ଗୀତସଂହିତା 66

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 65 ଗୀତସଂହିତା ଗୀତସଂହିତା 67 →

1ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।

2ତାହାଙ୍କ ନାମର ମହିମା କୀର୍ତ୍ତନ କର;

3ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର!

4ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ

5ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ;

6ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ;

7ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି;

8ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର

9ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି

10କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ;

11ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ,

12ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ;

13ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି,

14ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି

15ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ

16ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ,

17ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି

18ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ,

19ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି,

20ପରମେଶ୍ୱର ଧନ୍ୟ ହେଉନ୍ତୁ,

← ଗୀତସଂହିତା 65 ଗୀତସଂହିତା ଗୀତସଂହିତା 67 →