1ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି;
2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି
3ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ
4ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ;
5ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ;
6ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ,
7ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ;
8ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି;
9ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର;
10ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି,
11ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ,
12ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ
13ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି;
14ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି;
15ସେ କୂପ ଖୋଳି ଗଭୀର କରିଅଛି, ପୁଣି,
16ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ
17ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି