We Believe JesusFé, Esperança e Nova Vida

ଗୀତସଂହିତା 71

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 70 ଗୀତସଂହିତା ଗୀତସଂହିତା 72 →

1ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଶରଣ ନେଇଅଛି;

2ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର;

3ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ;

4ହେ ମୋହର ପରମେଶ୍ୱର, ଦୁଷ୍ଟ ଲୋକ ହସ୍ତରୁ,

5କାରଣ ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା;

6ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି;

7ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ;

8ମୋହର ମୁଖ ତୁମ୍ଭ ପ୍ରଶଂସାରେ

9ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ;

10କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି

11ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ

12ହେ ପରମେଶ୍ୱର, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ;

13ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ;

14ମାତ୍ର ମୁଁ ନିରନ୍ତର ଭରସା କରିବି,

15ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ

16ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି।

17ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ;

18ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁ ବଳ,

19ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ,

20ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ,

21ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ

22ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର,

23ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର

24ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ;

← ଗୀତସଂହିତା 70 ଗୀତସଂହିତା ଗୀତସଂହିତା 72 →