1ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ
2ସେ ଧର୍ମରେ ତୁମ୍ଭ ଲୋକମାନଙ୍କର
3ଧର୍ମ ଦ୍ୱାରା ପର୍ବତଗଣ
4ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ,
5ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ
6କଟାଘାସରେ ବୃଷ୍ଟି ତୁଲ୍ୟ
7ତାହାଙ୍କ ସମୟରେ ଧାର୍ମିକମାନେ72:7 ଧାର୍ମିକମାନେ କିମ୍ବା ଧାର୍ମିକତା ବର୍ଦ୍ଧିଷ୍ଣୁ ହେବେ;
8ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ
9ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ
10ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ;
11ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ;
12କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ
13ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ
14ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ;
15ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ;
16ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ;
17ତାହାଙ୍କ ନାମ ଅନନ୍ତକାଳ ରହିବ;
18ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ,
19ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ
20ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।