1ପରମେଶ୍ୱର ଇସ୍ରାଏଲ ପ୍ରତି,
2ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା;
3କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି
4ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ;
5ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ;
6ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ;
7ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ;
8ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି;
9ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି
10ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି;
11ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ?
12ଦେଖ, ଏମାନେ ଦୁଷ୍ଟ ଲୋକ;
13ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି
14କାରଣ ମୁଁ ଦିନସାରା ଆଘାତ
15“ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି
16ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ
17ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି
18ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ;
19ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି!
20ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ,
21ମୋହର ହୃଦୟ ଦୁଃଖିତ ହୋଇଥିଲା
22ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ,
23ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି;
24ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ
25ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି?
26ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି;
27କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ;
28ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ;