We Believe JesusFé, Esperança e Nova Vida

ଗୀତସଂହିତା 74

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 73 ଗୀତସଂହିତା ଗୀତସଂହିତା 75 →

1ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ?

2ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ,

3ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ,

4ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି;

5ନିବିଡ଼ ଅରଣ୍ୟରେ

6ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା

7ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି;

8ସେମାନେ ମନେ ମନେ କହିଲେ, “ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;”

9ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ;

10ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ?

11ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ?

12ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ

13ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ;

14ତୁମ୍ଭେ ଲିବିୟାଥନର74:14 ଲିବିୟାଥନର ଅର୍ଥାତ୍‍ ବୃହତ ଏକ ସର୍ପ ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ,

15ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ;

16ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର;

17ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ;

18ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି

19ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ,

20ନିୟମ ପ୍ରତି ଦୃଷ୍ଟି ରଖ;

21ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ!

22ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର;

23ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ;

← ଗୀତସଂହିତା 73 ଗୀତସଂହିତା ଗୀତସଂହିତା 75 →