We Believe JesusFé, Esperança e Nova Vida

ଗୀତସଂହିତା 75

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 74 ଗୀତସଂହିତା ଗୀତସଂହିତା 76 →

1ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ;

2ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।

3ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି;

4ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,”

5ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ;

6କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ,

7ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି;

8ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି

9ମାତ୍ର ମୁଁ ସଦାକାଳ ପ୍ରଚାର କରିବି,

10ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା।

← ଗୀତସଂହିତା 74 ଗୀତସଂହିତା ଗୀତସଂହିତା 76 →