We Believe JesusFé, Esperança e Nova Vida

ଗୀତସଂହିତା 77

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 76 ଗୀତସଂହିତା ଗୀତସଂହିତା 78 →

1ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି;

2ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି;

3ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି;

4ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ;

5ମୁଁ ପୂର୍ବକାଳର ଦିନସବୁ,

6ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି;

7“ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ?

8ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା?

9ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି?

10ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା;

11ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି;

12ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି

13ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ;77:13 ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍‍ ପବିତ୍ରତାରେ ତୁମ୍ଭର ପଥ ଥାଏ;

14ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର;

15ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ,

16ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା,

17ମେଘମାଳ ଜଳ ବୃଷ୍ଟି କଲେ,

18ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା;

19ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା,

20ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା

← ଗୀତସଂହିତା 76 ଗୀତସଂହିତା ଗୀତସଂହିତା 78 →