We Believe JesusFé, Esperança e Nova Vida

ଗୀତସଂହିତା 78

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 77 ଗୀତସଂହିତା ଗୀତସଂହିତା 79 →

1ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ;

2ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି;

3ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ

4ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ,

5କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ

6ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ,

7ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ

8ପୁଣି, ଆପଣା ପିତୃଗଣ ତୁଲ୍ୟ

9ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ

10ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ

11ସେମାନେ ତାହାଙ୍କ କାର୍ଯ୍ୟସକଳ,

12ସେ ସେମାନଙ୍କ ପିତୃଗଣ ସାକ୍ଷାତରେ

13ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ;

14ଦିବସରେ ସେ ମେଘ ଦ୍ୱାରା

15ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ,

16ସେ ଶୈଳରୁ ସ୍ରୋତ ବାହାର କଲେ

17ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ

18ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ

19ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ;

20ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା

21ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ

22କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ

23ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ

24ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ

25ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା;

26ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ

27ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ,

28ସେ ସେମାନଙ୍କ ଛାଉଣି ମଧ୍ୟରେ,

29ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ

30ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ,

31ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା

32ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ

33ଏହେତୁ ସେ ଅସାରତାରେ ସେମାନଙ୍କ ଦିନ

34ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ;

35ପରମେଶ୍ୱର ଯେ ସେମାନଙ୍କର ଶୈଳ

36ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ

37କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା,

38ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ

39ଆଉ, ସେମାନେ ଯେ ମାଂସ ମାତ୍ର

40ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ

41ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ

42ସେମାନେ ତାହାଙ୍କର ହସ୍ତ

43ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ

44ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ

45ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ

46ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ

47ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା

48ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ

49ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ

50ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ,

51ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ,

52ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ

53ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ,

54ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ

55ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ

56ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ

57ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ;

58କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ।

59ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ

60ଏପରିକି, ସେ ଶୀଲୋସ୍ଥିତ ଆବାସ

61ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ

62ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ

63ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା

64ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ

65ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି,

66ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ;

67ଆହୁରି, ସେ ଯୋଷେଫର ବଂଶକୁ78:67 ବଂଶକୁ ତମ୍ବୁକୁ ଅଗ୍ରାହ୍ୟ କଲେ

68ମାତ୍ର ଯିହୁଦା ଗୋଷ୍ଠୀକୁ,

69ଆଉ, ସେ ଉଚ୍ଚ ଗଗନ ତୁଲ୍ୟ

70ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ

71ସେ ଆପଣା ଲୋକ ଯାକୁବକୁ

72ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ

← ଗୀତସଂହିତା 77 ଗୀତସଂହିତା ଗୀତସଂହିତା 79 →