We Believe JesusFé, Esperança e Nova Vida

ଗୀତସଂହିତା 79

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 78 ଗୀତସଂହିତା ଗୀତସଂହିତା 80 →

1ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି;

2ସେମାନେ ତୁମ୍ଭ ଦାସଗଣର ଶବ ଭକ୍ଷ୍ୟ ନିମନ୍ତେ ଖେଚର ପକ୍ଷୀଗଣକୁ ଦେଇଅଛନ୍ତି,

3ସେମାନଙ୍କର ରକ୍ତ ଯିରୂଶାଲମର ଚତୁର୍ଦ୍ଦିଗରେ ସେମାନେ ଜଳ ପରି ଢାଳିଅଛନ୍ତି

4ଆମ୍ଭେମାନେ ପ୍ରତିବାସୀଗଣ ନିକଟରେ ନିନ୍ଦାର ବିଷୟ,

5ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ?

6ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ

7କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି

8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ;

9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର

10ଅନ୍ୟ ଦେଶୀୟମାନେ କାହିଁକି କହିବେ, ସେମାନଙ୍କର ପରମେଶ୍ୱର କାହାନ୍ତି?

11ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ;

12ପୁଣି, ହେ ପ୍ରଭୋ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି,

13ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ,

← ଗୀତସଂହିତା 78 ଗୀତସଂହିତା ଗୀତସଂହିତା 80 →