1ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ!
2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ
3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ
4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ?
5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ8:5 ଦୂତଗଣଙ୍କ କିମ୍ବା ପରମେଶ୍ୱର ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ,
6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ;
7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ,
9ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ,