We Believe JesusFé, Esperança e Nova Vida

ଗୀତସଂହିତା 80

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 79 ଗୀତସଂହିତା ଗୀତସଂହିତା 81 →

1ହେ ଇସ୍ରାଏଲର ପାଳକ,

2ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର

3ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ

4ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର,

5ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ

6ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ

7ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ

8ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ;

9ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ,

10ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ

11ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା

12କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ,

13ବନରୁ ବରାହ ଆସି ତାହା ଉଜାଡ଼ି ପକାଏ

14ହେ ସୈନ୍ୟାଧିପତି ପରମେଶ୍ୱର,

15ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର

16ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି;

17ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ,

18ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ;

19ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ;

← ଗୀତସଂହିତା 79 ଗୀତସଂହିତା ଗୀତସଂହିତା 81 →