We Believe JesusFé, Esperança e Nova Vida

ଗୀତସଂହିତା 81

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · oriá

← ଗୀତସଂହିତା 80 ଗୀତସଂହିତା ଗୀତସଂହିତା 82 →

1ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର;

2ଗୀତ ଉଠାଅ ଓ ଦାରା,

3ଅମାବାସ୍ୟାରେ, ପୂର୍ଣ୍ଣିମାରେ,

4କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି

5ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ

6“ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ;

7ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ;

8ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା;

9ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ;

10ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର,

11ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ

12ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ,

13ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ!

14ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ

15ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ;

16ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ

← ଗୀତସଂହିତା 80 ଗୀତସଂହିତା ଗୀତସଂହିତା 82 →