1ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି;
2“ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ?
3ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର;
4ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର;
5ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ;
6ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ
7ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ
8ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର;