1ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ;
2କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି
3ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି
4ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି
5କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
6ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
7ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ
8ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି;
9ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା
10ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ;
11ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ,
12ସେମାନେ କହିଲେ, “ଆସ, ଆମ୍ଭେମାନେ
13ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ
14ଯେଉଁ ଅଗ୍ନି ବନକୁ ଦଗ୍ଧ କରେ
15ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ
16ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ,
17ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ;
18ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ,